ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି। ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ … Read More
