ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା … Read More

ମୋବାଇଲ ନେବେ ହେଲେ ଭିଡିଓଗ୍ରାଫି ମନା

ଭୁବନେଶ୍ୱର: ଶେଷରେ ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି … Read More

ମରିସସକୁ ମିଳିଲା ଭାରତର ସହଯୋଗ, ମୋଦି କହିଲେ ଶିକ୍ଷା, ସ୍ବାସ୍ଥ୍ୟ, ପର୍ଯ୍ୟଟନ କ୍ଷେତ୍ରରେ କରିବେ ସାହାଯ୍ୟ

ନୂଆଦିଲ୍ଲୀ/ପୋର୍ଟ ଲୁଇସ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ମରିସସ ଗସ୍ତରେ ଅଛନ୍ତି। ବୁଧବାର ସେ ମରିସସର ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ … Read More

ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। … Read More

ଜମ୍ମୁ-କଶ୍ମୀରରେ ପାକିସ୍ତାନୀ ବେଲୁନ: ଲୋକେ ଭୟଭୀତ,ଆଲର୍ଟରେ ସୁରକ୍ଷା ଏଜେନ୍ସି

ଜମ୍ମୁ,୧୨।୩: ବୁଧବାର (୧୨ ମାର୍ଚ୍ଚ) ସକାଳେ ଜମ୍ମୁ ଓ କାଶ୍ମୀରର ସାମ୍ବା ଜିଲାର ଘଗୱାଲ ସେକ୍ଟରରେ ଅନ୍ତର୍ଜାତୀୟ ସୀମା (ଆଇବି) ନିକଟରେ ଏକ ସନ୍ଦିଗ୍ଧ ବେଲୁନ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଧିକାରୀଙ୍କ ଅନୁଯାୟୀ, ଏହି ବେଲୁନଟି ପାଲୌନା ଗାଁର … Read More

ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ

ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ବିଧାନସଭାରେ ଏକ ପ୍ରଶ୍ନ ନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ବଡ଼ଚଣା … Read More

ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର

ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ … Read More

ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ

ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍‌ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ … Read More

ଟ୍ରେନ ଅପହରଣ ପଛରେ ଭାରତ : ପାକିସ୍ତାନ

ଇସଲାମାବାଦ: ପ୍ରତ୍ୟେକ ସମସ୍ୟା ପାଇଁ ଭାରତକୁ ଦାୟୀ କରିବା ପାକିସ୍ତାନର ଏକ ପୁରୁଣା ଅଭ୍ୟାସ। ଆଜି ଯେତେବେଳେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନର ଅତ୍ୟାଚାର ବିରୋଧରେ ଅସ୍ତ୍ରଶସ୍ତ୍ର ଉଠାଇଛନ୍ତି, ସେମାନେ ଏଥିପାଇଁ ଭାରତକୁ ମଧ୍ୟ ଦାୟୀ କରୁଛନ୍ତି। ମଙ୍ଗଳବାର ଦିନ ବଲୋଚ ବିଦ୍ରୋହୀମାନେ … Read More

ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି

ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ ଦେଇ, ଚଳିତ … Read More