ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଚାଲିପାରିଲାନି ପ୍ରଶ୍ନକାଳ

ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ।  ଚାଲିପାରିଲାନି ପ୍ରଶ୍ନକାଳ ।  ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛନ୍ତି ।  ଓଡ଼ିଶାକୁ ଭାଗ ଭାଗ ଚଳିବ ନାହିଁ ।  ପ୍ଲାକାର୍ଡ ଦେଖାଇ ଗୃହ … Read More

ରାଜସ୍ବ ବଢାଉଛି ତମାଖୁ, ଗୁଟକା: ୫ ବର୍ଷରେ ୬ ହଜାର କୋଟି ଆଦାୟ

ଭୁବନେଶ୍ବର: ରାଜ ରାଜସ୍ବ ବୃଦ୍ଧି କରୁଛି ତମାଖୁ, ଗୁଟକା ବେପାର । ୫ ବର୍ଷରେ ରାଜକୋଷକୁ ଦେଇଛି ୬ ହଜାର କୋଟିରୁ ଅଧିକ ଟଙ୍କା ଟିକସ । ଆଜି ବିଧାନସଭାରେ ଏପରି କିଛି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । … Read More

ତୁଣ୍ଡରେ ଲଗାମ ଲଗାଅ: ଧର୍ମେନ୍ଦ୍ର ଓ ଷ୍ଟାଲିନ ମୁହାଁମୁହିଁ

ନୂଆଦିଲ୍ଲୀ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନର ଜବାବ ଦେଇ ତାଙ୍କୁ ‘ଅହଂକାରୀ’ ବୋଲି କହିଛନ୍ତି। ପୂର୍ବରୁ, କେନ୍ଦ୍ରମନ୍ତ୍ରୀ ତାମିଲନାଡୁ ସରକାରଙ୍କୁ ‘ବେଇମାନ’ ବୋଲି କହିଥିଲେ। ଲୋକସଭାରେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପିଏମ୍ ସ୍କୁଲ ଫର … Read More

ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର

କଟକ : ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ହାଇକୋର୍ଟଙ୍କ ଗୋଟିଏ ମାମଲାରେ ଜାମିନ ମଞ୍ଜୁର । ଜାଲ ପାସପୋର୍ଟ ମାମଲାରେ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ। ଜାଲ ପାସପୋର୍ଟ ମାମଲାରେ ଇନଫୋସିଟି ଥାନାରେ ହୋଇଥିଲା ମାମଲା। ଅନ୍ୟ ଏକ … Read More

ଗତ ୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ । ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ … Read More

ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ

ରାୟଗଡା : ଆମ୍ବୁଲାନ୍ସକୁ ଘୋଷାଡ଼ି ନେଲା ମାଲବାହୀ ଟ୍ରେନ । ଅଳ୍ପକେ ବର୍ତ୍ତିଲେ ଆମ୍ବୁଲାନ୍ସ ସହ ଯାତ୍ରୀ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ କଞ୍ଜମ ଯୋଡ଼ି ଗାଁ ନିକଟସ୍ଥ ରେଳ ଧାରଣା ନିକଟରେ ଘଟିଛି ଅଘଟଣ । କୌଣସି କାରଣ ବଶତଃ … Read More

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ … Read More

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର … Read More

ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ … Read More

ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି

ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ … Read More