ସାମ୍ନାକୁ ଆସିଲା ଏଟିଏମ୍ ଲୁଟେରା ଦୀପକ କୁମାରର ସିସିଟିଭି ଫୁଟେଜ୍, ଅଭିନବ ଉପାୟରେ କରୁଥିଲା ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ରାତିଅଧରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଗୁଳି । ବିଳମ୍ବିତ ରାତିରେ ଭୁବନେଶ୍ୱର ବଡଗଡରେ ହୋଇଛି ଏନକାଉଣ୍ଟର । ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟର କରିଛି ପୋଲିସ୍ । ରାଜଧାନୀରେ ପୁଣି ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ … Read More

ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା, ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍‌ଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ। ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ … Read More

ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ, ମାଉଜର ସହ ଜୀବନ୍ତ ଗୁଳି ଜବତ

କଟକ :  ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ । ଅପରାଧ ଘଟାଇବାକୁ ଯାଉଥିବା ବେଳେ ଧରିଲା ମର୍କତନଗର ଥାନା ପୋଲିସ । ତା ନିକଟରୁ ଏକ ମାଉଜର ସହ ଜୀବନ୍ତ ଗୁଳି ଜବତ କରିଛି କଟକ କମିଶନରେଟ ପୋଲିସ ।  … Read More

କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ

ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି … Read More

ଆମେରିକାରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କଲେ ଅଜଣା ବ୍ୟକ୍ତି

ନ୍ୟୁୟର୍କ: ଆମେରିକାର କାଲିଫର୍ଣ୍ଣିଆର ଚିନୋ ହିଲ୍ସରେ ଥିବା ବୋକାସାନୱାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସନ୍ଥ (BAPS) ଙ୍କ ମନ୍ଦିରକୁ ଅଜ୍ଞାତ ବ୍ୟକ୍ତିମାନେ ଭଙ୍ଗାରୁଜା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମନ୍ଦିର କର୍ତ୍ତୃପକ୍ଷ ଏହି ସୂଚନା … Read More

ଛାତିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସୂଚନାନୁସାରେ, ଗତକାଲି ରାତି ପ୍ରାୟ ୨ଟା ସମୟରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି ଯେ ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ … Read More

ବିଭିନ୍ନ ଦାବି ନେଇ ଲୋୟର ପିଏମଜିରେ ଗର୍ଜିବେ ଶିକ୍ଷକ ସଂଘ

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜଧାନୀ ଭୁବନେଶ୍ୱରରେ ଗର୍ଜିବେ ଶିକ୍ଷକ ସଂଘ। ଆସନ୍ତା ୧୦ ତାରିଖରେ ବିଭିନ୍ନ ଦାବି ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି। ସାମ୍ବାଦିକ ସମ୍ମିଳନୀ କରି ଏହି … Read More

କର୍ଣ୍ଣାଟକରେ ଓଡ଼ିଆ ଯୁବକ ବିଭେସଙ୍କ ହତ୍ୟାକୁ ନେଇ ଗାଁରେ ଖେଳି ଯାଇଛି ଶୋକର ଛାୟା

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଆସିଛି ଏକ ଛାତିଥରା ଘଟଣା । ଯାହା ସ୍ତବ୍ଧ କରିଦେଇଛି ସାରା ବିଶ୍ୱକୁ । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ । ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ । ମାଡ ମାରି ହ୍ରଦକୁ … Read More

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଉ ନାହାଁନ୍ତି ଅନନ୍ତ ଦାସ । ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ … Read More

ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ, ଜଣେ ମହିଳା ଅଟକ

ବାରିପଦା: ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ । ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର । ଶୁନଗଡ଼ିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨ ଶିଶୁଙ୍କୁ ଚୋରି କରି ନେଉଥିବାବେଳେ ସ୍ଥାନୀୟ … Read More