ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ
କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ … Read More
