ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଏକ ଅଦାଲତ ବୀର ସାବରକରଙ୍କ ଉପରେ ଟିପ୍ପଣୀକୁ ନେଇ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଛନ୍ତି । ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ କୋର୍ଟ ଲଗାତାର ଶୁଣାଣିରେ ଗାଏବ ରହିବା କାରଣରୁ … Read More
