ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା
ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି … Read More
