ରେକର୍ଡ ତାତି, ଝାରସୁଗୁଡ଼ାରେ ସର୍ବାଧିକ ୩୭. ୮ ଡିଗ୍ରୀ ସେଲସିୟସ

ଭୁବନେଶ୍ବର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭. … Read More

ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ … Read More

ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍‌ଙ୍କୁ ଦେଲେ ଇସ୍ତଫା ପତ୍ର

ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ … Read More

ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ ଯୁବକ

କେନ୍ଦ୍ରାପଡା : ବର୍ବରତାର ସବୁ ସୀମା ପାର୍ କରିଦେଲେ । ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ କିଛି ଯୁବକ। ଏ ଦୃଶ୍ୟ ଦେଖିଲାରୁ ଦେହ ଶିତେଇ ଯାଉଛି ଲୋମ ଟାଙ୍କୁରି ଉଠୁଛି । କି ମାଡ଼ ! ଏମିତି … Read More

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି

ଭୁବନେଶ୍ଵର: ‘ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ … Read More

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ … Read More

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ … Read More

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ … Read More

ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ … Read More

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି … Read More