ମିଆଁମାରରେ ପୁଣି ଭୂମିକମ୍ପ; ୫.୧ ତୀବ୍ରତାରେ ଥରିଲା ରାଜଧାନୀ

ନୂଆଦିଲ୍ଲୀ: ମିଆଁମାରରେ ପୁଣି ଭୂମିକମ୍ପ ଝଟକା । ୫.୧ ତୀବ୍ରତାରେ ଥରିଲା ରାଜଧାନୀ ସମତେ ଅନେକ ଅଞ୍ଚଳ । ଏହାର କେନ୍ଦ୍ରସ୍ଥଳ ନାପିଡୋ ସହରରେ ରହିଛି । ଲଗାତାର ଭୂମିକମ୍ପ ଅନୁଭୂତ ହେଇଥିବାରୁ ଭୟଭୀତ ହୋଇଛନ୍ତି ଲୋକେ । ଘରଦ୍ବାର ଛାଡ଼ି … Read More

୨ ବର୍ଷରେ ତୁଟିବ ଜଗନ୍ନାଥଙ୍କ ଜମି ବିବାଦ, ୩ ମାସ ମଧ୍ୟରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି

ଭୁବନେଶ୍ୱର : ୩ ମାସ ମଧ୍ୟରେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ ରାଜ୍ୟସରକାର । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିକ ବର୍ଷ … Read More

ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । … Read More

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ … Read More

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ … Read More

ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର … Read More

ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ସରକାରୀ ଚାକିରିଆଙ୍କ ପାଇଁ ବଡ ଖବର । ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ବି.ଆର୍ ଆମ୍ବେଦକରଙ୍କ … Read More

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ … Read More

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍, କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ ।  କେନ୍ଦ୍ର ସରକାର ଭିଆରଏସକୁ … Read More

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା … Read More