ଆଜିଠୁ ଖୋଲିବ ‘ରାସନ’ ପୋର୍ଟାଲ, ଆବେଦନ କରିପାରିବେ ନୂଆ ହିତାଧିକାରୀ
ଭୁବନେଶ୍ୱର : ନୂଆ ରାସନକାର୍ଡ ପାଇଁ ଆଜିଠୁ ଖୋଲିବ ପୋର୍ଟାଲ, ବାଦ ପଡିଥିବା ହିତାଧିକାରୀ କରିପାରିବେ ଆବେଦନ । ଶୁକ୍ରବାର ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମ୍ବଲପୁର ଗସ୍ତ ସମୟରେ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ ୩୧ ତାରିଖ … Read More