ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ଭୁବନେଶ୍ବର: ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର … Read More