ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ … Read More

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ … Read More

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ … Read More

ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ … Read More

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି … Read More

ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା … Read More

ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡ଼ା ଏବଂ ଯୁବ ସେବା … Read More

ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ

ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି ଭିଡ … Read More

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା … Read More

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ପ୍ରସ୍ତୁତ

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ରାଜି ।  ଲଣ୍ଡନ ସମ୍ମିଳନୀରେ ଅବସରରେ ଏହା କହିଛନ୍ତି ଜେଲେନସ୍କି ।  ସେ କହିଛନ୍ତି ଆମେରିକା ସହ ଖଣି ଡିଲ୍ ପାଇଁ ଆମେ ପ୍ରସ୍ତୁତ ।  ଆମେରିକା ମଧ୍ୟ ଅନୁରୂପ ଭାବେ ପ୍ରସ୍ତୁତ … Read More