ଆର୍ଥିକ ସଚେତନ ହେଉଛନ୍ତି ମହିଳା – ନୀତି ଆୟୋଗ ରିପୋର୍ଟ

ପୂର୍ବ ବର୍ଷ ତୁଳନାରେ ମହିଳାମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ୪୨% ବୃଦ୍ଧି ପାଇଛି। ସୋମବାର ନୂଆଦିଲ୍ଲୀରେ ନୀତି ଆୟୋଗ ଦ୍ୱାରା ଉନ୍ମୋଚନ କରାଯାଇଥିବା ‘From Borrowers to Builders: Women’s Role in India’s Financial Growth Story’ ଶୀର୍ଷକ ଏକ … Read More

ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର :  ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ … Read More

ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ।  ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । … Read More

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ … Read More

ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ପରବର୍ତ୍ତି ଆଦେଶ … Read More

ମାଟ୍ରିକ ପରୀକ୍ଷାରେ କପି ଦେବାକୁ ନେଇ ଉତ୍ତେଜନା, ୨ ଗୋଷ୍ଠୀ ମୁହାଁମୁହିଁ

କେନ୍ଦୁଝର : କପି ପାଇଁ ବାଡାବାଡ଼ି ।  ଦୁଇ ଗୋଷ୍ଠୀ ମୁହାଁମୁହିଁ  ।  ଦଶମ ଶ୍ରେଣୀ ପରୀକ୍ଷାରେ କପି ଦେବାକୁ କେନ୍ଦ୍ରକରି ଦୁଇ ଗାଁ ଯୁବକଙ୍କ ମଧ୍ୟରେ ସଂଘର୍ଷ ।  ଜଣେ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି ।  କେନ୍ଦୁଝର … Read More

ଫେସ୍‌ବୁକ୍‌ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ … Read More

ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଓ ବିଶାଲ, ହାଜର ହେବାକୁ କ୍ରାଇମବ୍ରାଞ୍ଚକୁ ମାଗିଲେ ମହଲତ

ଭୁବନେଶ୍ୱର  : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ ।  ପରିବାରର କିଛି ଜରୁରୀ କାର୍ଯ୍ୟ ଥିବାରୁ ଆଜି ହାଜର ହେବେ ନାହିଁ ।  କେବେ ହାଜର … Read More

ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌ । ସ୍କୁଲ ଓ ଗଣଶିକ୍ଷା  ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ … Read More

ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ

ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ ।  ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ ।  ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ … Read More