‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । … Read More
