ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍ଙ୍କୁ ଦେଲେ ଇସ୍ତଫା ପତ୍ର
ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ … Read More
