ପରିଚୟ ଲୁଚାଇ ଦିଲ୍ଲୀରେ ଚାକିରି କରୁଥିବା ନକ୍ସଲକୁ ଧରିଲା ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ଏକ ସ୍ୱତନ୍ତ୍ର ଅପରେସନରେ ଜଣେ ନକ୍ସଲଙ୍କୁ ଗିରଫ କରିଛି। ଏହି ମହିଳା ନକ୍ସଲ ଏତେ ବିପଦପୂର୍ଣ୍ଣ ଯେ ଝାଡ଼ଖଣ୍ଡ ପୁଲିସ ସହ ତିନିଥର ଗୁଳିବିନିମୟ କରିଥିଲେ | … Read More

ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଏକ ଅଦାଲତ ବୀର ସାବରକରଙ୍କ ଉପରେ ଟିପ୍ପଣୀକୁ ନେଇ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଛନ୍ତି । ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ କୋର୍ଟ ଲଗାତାର ଶୁଣାଣିରେ ଗାଏବ ରହିବା କାରଣରୁ … Read More

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ … Read More

ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି। ସୂଚନା ଅନୁଯାୟୀ, ଇଓଡବ୍ଲୁ ଭୁବନେଶ୍ୱର … Read More

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ … Read More

ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ

ଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ କାର୍ଯ୍ୟ କରନ୍ତି। … Read More

ତେଜସ୍ ପାଇଁ ଜୀବନ ରକ୍ଷାକାରି ବ୍ୟବସ୍ଥାର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ – ଡିଆରଡିଓର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରୁଥିବା ବେଙ୍ଗାଲୁରୁସ୍ଥିତ ଡିଫେନ୍ସ ବାୟୋ-ଇଞ୍ଜିନିୟରିଂ ଏବଂ ଇଲେକ୍ଟ୍ରୋମେଡିକାଲ ଲାବୋରେଟୋରୀ ହାଲୁକା ଯୁଦ୍ଧ ବିମାନ ତେଜସ୍ ପାଇଁ ସ୍ୱଦେଶୀ ଅନ୍ ବୋର୍ଡ ଅମ୍ଳଜାନ ସୃଷ୍ଟିକାରୀ ବ୍ୟବସ୍ଥା ଉପରେ ଆଧାରିତ … Read More

ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ନେଲେ ଜଗନମୋହନ ମୀନା

ଭୁବନେଶ୍ବର: ରାଜଧାନୀର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ଆଜି କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି ଡିସିପି ମୀନା । ଦାୟିତ୍ବ ନେବା ପରେ ନିଜର ଅଭିଭାଷଣରେ ମୀନା କହିଛନ୍ତି, … Read More

ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର ।  ଆଧୁନିକ ଓଡ଼ିଶାର ନିର୍ମାତା ।  ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ ।  ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ।  ବିଜୁ ବାବୁ ଯେଉଁ … Read More

ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ଚାଲିବ

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର। ଅମରନାଥ ଯାତ୍ରା ପାଇଁ ତାରିଖ ଘୋଷଣା ହୋଇଯାଇଛି। ଶ୍ରୀ ମାତା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଅମରନାଥ ଯାତ୍ରା ଜୁଲାଇ ୩ … Read More