ଭୟନାହିଁ ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ୍: ମନ୍ତ୍ରୀ

ଭୁବନେଶ୍ବର: ଚଳିତ ଗ୍ରୀଷ୍ମଋତୁରେ ବିଲ୍ ଅନାଦେୟ ଯୋଗୁ କୌଣସି ବିଦ୍ୟୁତ୍ ବିଚ୍ଛିନ୍ନ ହେବ ନାହିଁ ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିଶ୍ରୁତି ଦେଇଛନ୍ତି। ଅଚଳ ନଳକୂପଗୁଡ଼ିକୁ ମରାମତି କରିବା, ପଶୁମାନଙ୍କ ପାଇଁ ଆଶ୍ରୟସ୍ଥଳ ଯୋଗାଇବା ଏବଂ … Read More

ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। ଏହି ଚାଟବଟ୍ ମାଧ୍ୟମରେ, ନାଗରିକମାନେ … Read More

ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି … Read More

ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର – ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ … Read More

ଶ୍ରୀକଲା ଘାଟି ନିକଟରେ ଭୟଙ୍କର ଦୁର୍ଘଟଣା: ଓ୍ବାଗନର୍‌ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇ ୩ ବାଇକ୍‌ ଆରୋହୀ ମୃତ

ଜି.ଉଦୟଗିରି  : କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଡି ୧୨ ୭୩୭୪ ନମ୍ବର ଥିବା ଓ୍ବାଗ୍‌ନର କାର ଏବଂ ଓଡି ୧୯ ଏଚ୍‌ ୪୨୯୫ ନମ୍ବର ବାଇକ … Read More

ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍‌ ସେବା

ଜମ୍ମୁ-କଶ୍ମୀର,୭।୩: ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍‌ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା କହିଛନ୍ତି। ଏପରିକି ପ୍ରତି … Read More

ଜୟଶଙ୍କରଙ୍କ ବୟାନକୁ ନେଇ ପାକିସ୍ତାନରେ ହଇଚଇ

ନୂଆଦିଲ୍ଲୀ : ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲଣ୍ଡନର ଚାଥାମ ହାଉସରେ ପାକ୍‌ ଅଧିକୃତ କଶ୍ମିର ସମ୍ପର୍କରେ ଏକ ବୟାନ ଦେଇଛନ୍ତି ଯାହା ଓମାର ଅବଦୁଲ୍ଲାଙ୍କଠାରୁ ପାକିସ୍ତାନ ପର୍ଯ୍ୟନ୍ତ ହଇଚଇ ସୃଷ୍ଟି କରିଛି। ପ୍ରକୃତରେ, ଏହି କାର୍ଯ୍ୟକ୍ରମ ସମୟରେ, ଜଣେ … Read More

‘ଗଣିତ ଇସଲାମ ମାଧ୍ୟମରେ ଦୁନିଆକୁ ଆସିଛି’ ପୁଣି ଏମିତି କିଛି କହି ବିବାଦରେ ଶମା ମହମ୍ମଦ, ଭାଜପା କଲା କଟାକ୍ଷ

ନୂଆଦିଲ୍ଲୀ,୭।୩: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ବିଷୟରେ ବିବାଦୀୟ ବୟାନ ଦେଇଥିବା କଂଗ୍ରେସ ମୁଖପାତ୍ର ଶମା ମହମ୍ମଦ ପୁଣି ଥରେ ଖବରର ଶିରୋନାମାରେ। ଏଥର ସେ ଇସଲାମ ବିଷୟରେ ଏପରି ଏକ ବୟାନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଚର୍ଚ୍ଚାର … Read More

କେଜରିଓ୍ବାଲଙ୍କୁ ମିଳିବ Z ବର୍ଗର ସୁରକ୍ଷା

ନୂଆଦିଲ୍ଲୀ,୭।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ Z ବର୍ଗର ସୁରକ୍ଷା ଜାରି ରହିବ । ସୁରକ୍ଷା ସମୀକ୍ଷା ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେଜ୍ରିୱାଲଙ୍କୁ Z … Read More

ଦେଶରେ ୫୦% ମହିଳାଙ୍କ ମାନସିକ ସ୍ବାସ୍ଥ୍ୟ ଖରାପ

ନୂଆଦିଲ୍ଲୀ,୭।୩: ଆଜିର ସମୟରେ, ଦୁର୍ବଳ ମାନସିକ ସ୍ବାସ୍ଥ୍ୟ ଏକ ବଡ଼ ସମସ୍ୟା ହୋଇଗଲାଣି। ମହିଳାମାନେ ମଧ୍ୟ ଏହାର ଶିକାର ହେଉଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (NCRB) ଅନୁଯାୟୀ, ଭାରତରେ ଆତ୍ମହତ୍ୟା କରୁଥିବା ଲୋକଙ୍କ ମଧ୍ୟରୁ 36.6% ହେଉଛନ୍ତି ମହିଳା, ଯେଉଁଥିରୁ … Read More