ପଳାତକ ଲଳିତ ମୋଦିଙ୍କୁ ମିଳିଲା ଭାନୁଆଟୁର ନାଗରିକତା

ନୂଆଦିଲ୍ଲୀ,୭।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋଦି ତାଙ୍କର ଭାରତୀୟ ନାଗରିକତା ପରିତ୍ୟାଗ କରି ଭାନୁଆଟୁ ନାଗରିକତା ହାସଲ କରିଛନ୍ତି। ଭାନୁଆଟୁ ଏକ ଛୋଟ ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ରାଷ୍ଟ୍ର ଯାହା ଏହାର ଟିକସ-ଅନୁକୂଳ ନୀତି ଏବଂ … Read More

ପୁଣି ଏକନାଥଙ୍କୁ ଝଟକା ଦେଲେ ଫଡନାଭିସ

ନୂଆଦିଲ୍ଲୀ: ନୀତି ଆୟୋଗ ଧାରାରେ ମହାରାଷ୍ଟ୍ର ସରକାର ମହାରାଷ୍ଟ୍ର ଇନଫର୍ମେଶନ ଏବଂ ଟ୍ରାନ୍ସଫରମେସନ (ମିତ୍ର) ସଂସ୍ଥା ପ୍ରତିଷ୍ଠା କରିଥିଲେ। ବିଲଡର ଅଜୟ ଅଶରଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ସଂଗଠନର ଉପାଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ। କିନ୍ତୁ ଏବେ ମୁଖ୍ୟମନ୍ତ୍ରୀ … Read More

ଆମେରିକା ବିରୋଧରେ ଏକାଠି ହେବେ ଚୀନ-ଭାରତ !

ବେଜିଂ : ଶୁଳ୍କକୁ ନେଇ ଚୀନ୍ ଓ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଚୀନ୍ ଆମଦାନୀ ଉପରେ ଆମେରିକା ୨୦ ପ୍ରତିଶତ ଶୁଳ୍କ ଘୋଷଣା କରିଛି। ଏସବୁ ଭିତରେ ଚୀନ ଏବେ ଭାରତର ସହାୟତା ଲୋଡ଼ିଛି। … Read More

ଜେଲରୁ ମୁକୁଳିଲେ ସୁଶୀଲ କୁମାର; ଜୁନିଅର କୁସ୍ତିଯୋଦ୍ଧାଙ୍କୁ କରିଥିଲେ ହତ୍ୟା

ନୂଆଦିଲ୍ଲୀ: ଅଲିମ୍ପିକ୍ସ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ କୁମାର ତିହାର ଜେଲରୁ ମୁକୁଳିଛନ୍ତି। ଜୁନିଅର କୁସ୍ତିଯୋଦ୍ଧା ସାଗର ଧନଖଡ଼ଙ୍କ ହତ୍ୟା ମାମଲାରେ ଦିଲ୍ଲୀ ହାଇକୋର୍ଟ ସୁଶୀଲ କୁମାରଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମାର୍ଚ୍ଚ ୪ ତାରିଖରେ ହାଇକୋର୍ଟ କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ … Read More

ଗିରଫ ହେଲେ ବୀରେନ୍ଦ୍ର ସେହୱାଗଙ୍କ ଭାଇ

ନୂଆଦିଲ୍ଲୀ: ଚଣ୍ଡିଗଡ଼ କ୍ରିକେଟର ବୀରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କୁ ପୁଲିସ ଗିରଫ କରିଛି। ବିନୋଦ ସେହୱାଗଙ୍କ ବିରୋଧରେ ୭ କୋଟି ଟଙ୍କାର ଚେକ୍ ବାଉନ୍ସ ମାମଲା ବିଚାରାଧୀନ ଅଛି। କୋର୍ଟ ବିନୋଦ ସେହୱାଗଙ୍କୁ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ବିନୋଦ … Read More

ପୁଣି ଇରାନ ସହ ପରମାଣୁ ଚୁକ୍ତି କରିବେ ଟ୍ରମ୍ପ୍ !

ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନ ସହ ପରମାଣୁ ଚୁକ୍ତି କରିବାକୁ ଚାହୁଁଛନ୍ତି ଏବଂ ଏ ନେଇ ଇରାନର ସର୍ବୋଚ୍ଚ ନେତାଙ୍କୁ ଏକ ଚିଠି ପଠାଇଛନ୍ତି। ଶୁକ୍ରବାର ଫକ୍ସ ବିଜନେସ ନେଟୱାର୍କକୁ ଦେଇଥିବା ଏକ … Read More

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି

ଭୁବନେଶ୍ବର: ରାଜ୍ୟର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୨୩୩ଟି ସଙ୍ଗୀତ ଶିକ୍ଷକ ପଦବୀ ଖାଲି ରହିଛି। ବିଭିନ୍ନ ନ୍ୟାୟାଳୟରେ ନିଯୁକ୍ତି ପ୍ରକ୍ରିୟା ଉପରେ ମାମଲା ବିଚାରାଧୀନ ଥିବାରୁ ଖାଲିଥିବା ପଦବୀଗୁଡ଼ିକରେ ୨୦୧୯ ମସିହାରୁ ନିଯୁକ୍ତି ପ୍ରକ୍ରିୟା ହୋଇପାରି ନାହିଁ ବୋଲି ଶୁକ୍ରବାର ବିଧାନସଭାରେ … Read More

ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି। … Read More

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ। … Read More

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି । ଅନ୍ୟପକ୍ଷେ ,୧୦ରୁ … Read More