ଦେଓମାଳୀରେ ପ୍ରସ୍ତୁତ ହେବାକୁ ଯାଉଛି ଚଳଚିତ୍ର ନିର୍ଦେଶକ ରାଜା ମଉଲିଙ୍କ ସାଉଥ ମୁଭି
କୋରାପୁଟ: ସୁଉଚ୍ଚ ପର୍ବତମାଳା ପ୍ରାକୃତିକ ପରିବେଶ ପୁଣି ଥରେ ଆକର୍ଷିତ କରିଛି ସାଉଥ ଇଣ୍ଡଷ୍ଟ୍ରି କୁ l ଦେଓମାଳୀ ଶିଖରରେ ଦକ୍ଷିଣ ଭାରତୀୟ ସିନେ ପ୍ରଯୋଜକ ରାଜା ମଉଲି l ଯାହା ଏବେ ଖୁବ୍ ଚର୍ଚ୍ଚାରେ । ପୁଣି ଥରେ ଆରମ୍ଭ ହେବାକୁ … Read More