ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ … Read More

ହିଜବୁଲ ଆତଙ୍କବାଦୀ ଗିରଫ: ପାକିସ୍ତାନରେ ପ୍ରଶିକ୍ଷଣ, ମୁରାଦାବାଦରେ କରିଥାଆନ୍ତା ଆକ୍ରମଣ

ପାକିସ୍ତାନରେ ପ୍ରଶିକ୍ଷଣ ନେଇ ଉତ୍ତରପ୍ରଦେଶର ମୁରାଦାବାଦରେ ଆକ୍ରମଣ ଯୋଜନା କରୁଥିବା ଏକ ଆତଙ୍କୀକୁ ଗିରଫ କରିଛି ଉତ୍ତରପ୍ରଦେଶ ପୁଲିସର ଆତଙ୍କବାଦୀ ନିରୋଧୀ ସ୍କ୍ବାଡ(ଏଟିଏସ)। ଗିରଫ ଆତଙ୍କୀ ହେଉଛି ହିଜବୁଲ ମୁଜ୍ଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସକ୍ରିୟ ସସଦ୍ୟ ଉଲଫତ ହୁସେନ ଓରଫ ମହମ୍ମଦ … Read More

ସାଇବର ଠକେଇ: ୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ

ଭୁବନେଶ୍ୱର : ୮୭ ଲକ୍ଷ ଟଙ୍କାର ଅନଲାଇନ୍ ଠକେଇ ଅଭିଯୋଗରେ ଦିଲ୍ଲୀରୁ ଜଣେ ମହିଳାଙ୍କୁ ଗିରଫ କଲା ଓଡ଼ିଶା କ୍ରାଇମବ୍ରାଞ୍ଚ୍‌ । ଗିରଫ ମହିଳା ଜଣକ ଦକ୍ଷିଣ ଦିଲ୍ଲୀର ବନ୍ଦନା ବାୱା ବୋଲି ଚିହ୍ନଟ କରାଯାଇଛି । ତେବେ ମହିଳାଙ୍କ ନିକଟରୁ ତଦନ୍ତକାରୀ … Read More

ରାହୁଲଙ୍କ ମାନସିକ ସ୍ଥିତି ବିଗିଡିଯାଇଛି: ସୁଧାଂଶୁ ତ୍ରିବେଦୀ

ନୂଆଦିଲ୍ଲୀ: ଗୁଜୁରାଟ କଂଗ୍ରେସ ଉପରେ ଦଳୀୟ ନେତା ରାହୁଲ ଗାନ୍ଧୀ ଦେଇଥିବା ବୟାନ ପରେ ରାଜନୀତି ଉଷ୍ମ ହୋଇଛି। ଭାରତୀୟ ଜନତା ପାର୍ଟି (ବିଜେପି) କହିଛି ଯେ ଅନ୍ୟମାନଙ୍କୁ ଦୋଷ ଦେବା ସହିତ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜ ଲୋକଙ୍କୁ … Read More

ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି

ବ୍ରହ୍ମପୁର: ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା … Read More

ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ବୈଠକରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ସଞ୍ଜୟ … Read More

ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର

ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍‌ ପୋଡ଼ିଦେବା ସହ … Read More

ପ୍ରମାଣ ଅଭାବରୁ ନାନାଙ୍କ ଉପରେ ତନୁଶ୍ରୀ ଆଣିଥିବା ଅଭିଯୋଗକୁ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ: ୨୦୧୮ ମସିହାରେ ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା, ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ନିର୍ଯାତନାର ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ, #ମିଟୁ ଅଭିଯାନ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ ହୋଇଥିଲା। ଏବେ ଏହି ମାମଲାରେ ଏକ … Read More

ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ

ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି … Read More

ସରିଲା ଅନୁଭବ- ଜାଗୃତିଙ୍କ ନିର୍ବନ୍ଧ; ଆସନ୍ତା ୧୧ରେ ପଡିବ ହାତଗଣ୍ଠି !

ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର … Read More