ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ … Read More

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର … Read More

ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ … Read More

ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି

ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ … Read More

ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀକୁ ଗଡିଲା ସ୍ବତନ୍ତ୍ର ଟ୍ରେନ

ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀ ଅଭିମୁଖେ ଗଡିଲା ସ୍ବତନ୍ତ୍ର ଟ୍ରେନ । ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରୁ ବାହାରିଲା ଏହି … Read More

ଆଗାମୀ ୫ ଦିନରେ ବଢିବ ତାପମାତ୍ରା, ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ଵର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ଅନୁଭୂତ ହେବ ପ୍ରଚଣ୍ଡ ରୌଦ୍ରତାପ। ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବା ନେଇ ସ୍ଵତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ପ୍ରଚଣ୍ଡ ରୌଦ୍ର ତାପ ନେଇ ଆଭ୍ୟନ୍ତରୀଣ ଓଡ଼ିଶାର … Read More

ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ। ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ … Read More

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ … Read More

ମଟନ୍ ନାଁରେ ଗୋମାଂସ କାରବାର ମାମଲା: ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପିପିଲି: ଜୟା ହୋଟେଲ ପରିସରରେ ୧୬୩ ଲାଗୁ। ହୋଟେଲ ଠାରୁ ୧ କିମି ପରିଧି ମଧ୍ୟରେ କଟକଣା ଲାଗୁ କଲା ଜିଲ୍ଲା ପ୍ରଶାସନ। ମଟନ୍ ନାଁରେ ଗୋମାଂସ କାରବାର କରୁଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା … Read More

ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍‌ ହାରିଲା ଭାରତ

ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି … Read More