ବିଭିନ୍ନ ଦାବି ନେଇ ଲୋୟର ପିଏମଜିରେ ଗର୍ଜିବେ ଶିକ୍ଷକ ସଂଘ

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜଧାନୀ ଭୁବନେଶ୍ୱରରେ ଗର୍ଜିବେ ଶିକ୍ଷକ ସଂଘ। ଆସନ୍ତା ୧୦ ତାରିଖରେ ବିଭିନ୍ନ ଦାବି ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି। ସାମ୍ବାଦିକ ସମ୍ମିଳନୀ କରି ଏହି … Read More

କର୍ଣ୍ଣାଟକରେ ଓଡ଼ିଆ ଯୁବକ ବିଭେସଙ୍କ ହତ୍ୟାକୁ ନେଇ ଗାଁରେ ଖେଳି ଯାଇଛି ଶୋକର ଛାୟା

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଆସିଛି ଏକ ଛାତିଥରା ଘଟଣା । ଯାହା ସ୍ତବ୍ଧ କରିଦେଇଛି ସାରା ବିଶ୍ୱକୁ । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ । ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ । ମାଡ ମାରି ହ୍ରଦକୁ … Read More

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଉ ନାହାଁନ୍ତି ଅନନ୍ତ ଦାସ । ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ … Read More

ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ, ଜଣେ ମହିଳା ଅଟକ

ବାରିପଦା: ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ । ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର । ଶୁନଗଡ଼ିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨ ଶିଶୁଙ୍କୁ ଚୋରି କରି ନେଉଥିବାବେଳେ ସ୍ଥାନୀୟ … Read More

ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ

ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ … Read More