ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି
ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର … Read More
