ଏମଏସଏମଇ ଏବଂ ଆଇଟି କ୍ଷେତ୍ରର ଅଭିବୃଦ୍ଧି ପାଇଁ ଓଡ଼ିଶା ସରକାର ନିର୍ମାଣ ନିୟମକୁ ସହଜ କଲେ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ, ଓଡ଼ିଶା ନଗର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ କୋଠା ମାନକ) ନିୟମ, ୨୦୨୧(ବିଜ୍ଞପ୍ତି ନମ୍ବର ୪୬୭, ତାରିଖ ୨୧.୦୨.୨୦୨୫) ଏବଂ ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଯୋଜନା ଏବଂ … Read More

ନଦୀ ନାଳ ନିକଟରେ ରହୁଥିବା ଲୋକମାନଙ୍କ ପ୍ରତି ରହିଛି କର୍କଟ ରୋଗ ବିପଦ : ଆଇସିଏମ୍‌ଆର

ଭୁବନେଶ୍ୱର,୧୨।୩: ଦେଶର ସର୍ବୋଚ୍ଚ ମେଡିକାଲ ପ୍ୟାନେଲ୍, ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ICMR) ଦ୍ୱାରା ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ନଦୀ ନାଳ ନିକଟରେ ରହୁଥିବା ଲୋକମାନେ କର୍କଟ ରୋଗରେ ପୀଡିତ ହେବାର ବିପଦର ସମ୍ମୁଖୀନ ହୁଅନ୍ତି। ଇଣ୍ଡିଆନ୍ … Read More

ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ … Read More

ଭୁବନେଶ୍ୱରର ପଳାସୁଣୀ ବ୍ରିଜ୍‌ର ୬-ଲେନିଂକୁ ଅନୁମୋଦନ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଓଡ଼ିଶା ରାଜଧାନୀ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, କେନ୍ଦ୍ର ସରକାର ଜାତୀୟ ରାଜପଥ (ଏନଏଚ)-୧୬ରେ ପଳାସୁଣୀ ସେତୁର ଛଅ ଲେନ ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ବୁଧବାର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ସମ୍ପର୍କରେ ସୂଚନା … Read More

ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

ଭୁବନେଶ୍ୱର: ଚଳିତ ବର୍ଷ ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧର ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛୁଇଁଥିବ‌ା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଇଏମଡିର ସଦ୍ୟତମ ତଥ୍ୟ … Read More

ମରିସସ୍ ରାଷ୍ଟ୍ରପତିଙ୍କୁ ଗଙ୍ଗାଜଳ ଉପହାର ଦେବାରୁ ମୋଦୀଙ୍କୁ ପ୍ରଶଂସା କଲେ ଯୋଗୀ

ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ମରିସସର ରାଷ୍ଟ୍ରପତି ଧରମବୀର ଗୋଖୁଲଙ୍କୁ ଉପହାର ମାଧ୍ୟମରେ ଭାରତର ସାଂସ୍କୃତିକ ଐତିହ୍ୟକୁ ଉଜ୍ଜ୍ୱଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, … Read More

ଶନିବାର ବିଭିନ୍ନ ଜିଲାରେ ହିଟ୍‌ ଓ୍ବେଭ୍‌: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍‌ ଓ୍ବେଭ୍‌ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଏବଂ … Read More

ବାହାର ରାଜ୍ୟରୁ ୨୦୨୩-୨୪ରେ ଓଡ଼ିଶାକୁ ୩୩,୪୨୪ ମେଟ୍ରିକ ଟନ୍ ମାଛ ଆସିଛି, ଅଣ୍ଡା ଅଭାବ ରହିଛି: ମନ୍ତ୍ରୀ

ଭୁବନେଶ୍ବର: ବାହାର ରାଜ୍ୟରୁ ୨୦୨୩-୨୪ରେ ଓଡ଼ିଶାକୁ ୩୩,୪୨୪ ମେଟ୍ରିକ ଟନ୍ ମାଛ ଆସିଛି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଧାନସଭାରେ ସୂଚନା ପ୍ରଦାନ କରିଛନ୍ତି। ବ୍ରହ୍ମଗିରି ବିଧାୟକ ଶ୍ରୀମତୀ ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ … Read More

ଏଣିକି ଟଙ୍କା ପରି ଏଟିଏମ୍‌ରୁ କାଢିପାରିବେ ସୁନା

ନୂଆଦିଲ୍ଲୀ,୧୨।୩: ଏଟିଏମରୁ ନୋଟ ବାହାରୁଥିବା କଥା ତ ସମସ୍ତେ ଜାଣନ୍ତି। କିନ୍ତୁ ସୁନା ଓ ରୂପା ବାହାରିବା କେବେ ଶୁଣିଛନ୍ତି କି? ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ତିରୁପତି ମନ୍ଦିର ଦର୍ଶନ କରିବାକୁ ଯାଉଥିବା ଭକ୍ତମାନଙ୍କୁ ଏବେ ଏଠାରେ ଏକ ନୂଆ … Read More

ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ … Read More