ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୧୨।୩: ଇଜ୍ ଅଫ୍ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୧ ଏବଂ ଓଡ଼ିଶା ବିକାଶ କର୍ତ୍ତୃପକ୍ଷ (ଯୋଜନା ଏବଂ ନିର୍ମାଣ … Read More
