ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଗୁରୁବାର ଓଡ଼ିଶା ନ୍ୟାୟିକ ସେବା (ଓଜେଏସ)-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଭିଲ୍ ଜଜ୍ ପଦବୀରେ ନିଯୁକ୍ତି ପାଇଁ ୨୪ ମହିଳା ପ୍ରାର୍ଥୀଙ୍କ ସମେତ ୩୩ ଜଣ ପ୍ରାର୍ଥୀଙ୍କ ନାମ ସୁପାରିଶ କରାଯାଇଛି। … Read More

ସିବିଏସଇର ଘୋଷଣା – ହୋଲି ଯୋଗୁ ପରୀକ୍ଷା ଦେଇ ନପାରିଲେ ଆଉଥରେ ସୁଯୋଗ ମିଳିବ

ନୂଆଦିଲ୍ଲୀ: ହୋଲି ଯୋଗୁଁ ମାର୍ଚ୍ଚ ୧୫ରେ ସିବିଏସଇ ବୋର୍ଡ ପରୀକ୍ଷା ଦେଇ ନପାରିବା ନେଇ ଚିନ୍ତିତ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏକ ଉପହାର ଦେଇଛି। ପରୀକ୍ଷା ଦେଇ ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସଇ … Read More

ଆଇଆରବି କନଷ୍ଟେବଳ ନିଯୁକ୍ତିରେ ରୋକ ​​ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ: ବୟସ ଯୋଗ୍ୟତା ଦୃଷ୍ଟିରୁ ଓଡିଶାରେ ଇଣ୍ଡିଆ ରିଜର୍ଭ ବାଟାଲିୟନ (ଆଇଆରବି) କନଷ୍ଟେବଳ ନିଯୁକ୍ତି ଉପରେ ଓଡ଼ିଶା ହାଇକୋର୍ଟ ରୋକ ଲଗାଇଛନ୍ତି। ଯେଉଁ ଆବେଦନକାରୀମାନଙ୍କୁ ପୂର୍ବରୁ ‘ବୟସ୍କ’ ବୋଲି ବିବେଚନା କରାଯାଉଥିଲା, ସେମାନେ ଦାବି କରିଥିଲେ ଯେ, ସେମାନଙ୍କୁ ଅନ୍ୟାୟ ଭାବରେ … Read More

୩୦ ମାର୍ଚ୍ଚରେ ଓଡ଼ିଶାରେ ଅନ୍ତ୍ୟୋଦୟ ଆବାସ ଯୋଜନା ଆରମ୍ଭ ହେବ

ଭୁବନେଶ୍ବର: ଗୁରୁବାର ଦିନ ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ଓଡ଼ିଶା ଅନ୍ତ୍ୟୋଦୟ ଗୃହ ଯୋଜନା ୨୦୨୫ (ଏକ ମହତ୍ୱାକାଂକ୍ଷୀ ଗୃହ ଯୋଜନା) ଆରମ୍ଭ କରିବାକୁ ଯାଉଛନ୍ତି। ଏହି … Read More

ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ … Read More

ମୁଁ କାହାକୁ ଡରିନାହିଁ, ମତେ ଫାଶୀ ଦେଇଦେଲେ ବି ମୁଁ ପ୍ରସ୍ତୁତ ଅଛି – ତାରା

ଭୁବନେଶ୍ୱର,୧୩।୩: ବିଧାନସଭାରେ ଶାସକ ବିରୋଧୀ ମୁହାଁମୁହିଁକୁ ନେଇ ରାଜନୀତି ତେଜିଛି। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଥିଲା କଂଗ୍ରେସ। ଯାହାୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ଅନ୍ୟପଟେ ଭାଜପା … Read More

ଏଆଇଏମଆଇଏମ ଘୋଷଣାକୁ ନେଇ ଚିନ୍ତାରେ ଟିଏମସି

ନୂଆଦିଲ୍ଲୀ: ଅସଦୁଦ୍ଦିନ ଓୱେସିଙ୍କ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦ-ଉଲ୍-ମୁସଲିମିନ୍ (AIMIM) ଦାବି କରିଛି ଯେ ପଶ୍ଚିମବଙ୍ଗର ମୁସଲିମ୍ ଜନସଂଖ୍ୟା ୪୦% ଅତିକ୍ରମ କରିଛି। ଦଳ ୨୦୨୬ ବିଧାନସଭା ନିର୍ବାଚନରେ ​​ସମସ୍ତ ଆସନରେ ଲଢ଼ିବାକୁ ଘୋଷଣା କରିଛି। ସାମ୍ବାଦିକ ସମ୍ମିଳନୀରେ ଦଳ ମୁସଲମାନ, … Read More

‘ଯେଉଁମାନଙ୍କୁ ରଙ୍ଗ ଭଲ ଲାଗେନି, ସେମାନେ ଘର ନୁହେଁ ଦେଶ ଛାଡ଼ି ଚାଲି ଯାଆନ୍ତୁ’

ଲକ୍ଷ୍ନୌ,୧୩।୩: ଉତ୍ତରପ୍ରଦେଶରେ ହୋଲି ଏବଂ ଜୁମାର ନମାଜ୍‌କୁ ନେଇ ଆଲର୍ଟରେ ପ୍ରଶାସନ। ଉଭୟ ଗୋଟିଏ ଦିନରେ ପଡ଼ୁଥିବାରୁ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ନେଇ ପୋଲିସକର୍ମୀମାନଙ୍କୁ ନିୟୋଜିତ କରାଯାଇଛି। ଏହି ସମୟରେ ଯୋଗୀ ସରକାରଙ୍କ ମନ୍ତ୍ରୀ ତଥା ନିଷାଦ ପାର୍ଟିର … Read More

ବିଜେପି ନୁହେଁ କଂଗ୍ରେସ ଆରମ୍ଭ କରିଥିଲା ହିନ୍ଦୀର ବ୍ୟବହାର: ଏଆଇଏଡିଏମକେ ନେତା

ଚେନ୍ନାଇ: ନୂଆ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ କାର୍ଯ୍ୟକାରୀ କରିବା ସହ ଭାଷା ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାର ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଚରମସୀମାରେ ପହଂଚିଛି | ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା … Read More

ୟୁକ୍ରେନ ସହ ଯୁଦ୍ଧ ବନ୍ଦ କରିବା ଚୁକ୍ତିକୁ ସହମତି ଦେବା ପୂର୍ବରୁ ଦୁଇଟି ସର୍ତ୍ତ ରଖିଛନ୍ତି ପୁଟିନ୍

ନୂଆଦିଲ୍ଳୀ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋରଦାର ପ୍ରୟାସ କରୁଛନ୍ତି । ଉଭୟ ୟୁକ୍ରେନ୍ ଓ ଋଷ ରାଷ୍ଟ୍ରପତିଙ୍କୁ ଆଲୋଚନା କରି ଯୁଦ୍ଧ ବନ୍ଦ କରିବା ପାଇଁ ବାରମ୍ୱାର … Read More