ଷ୍ଟାଲିନ ତୁମେ କେତେ ବଡ ମୂର୍ଖ: ଅନ୍ନାମଲାଇ
ଚେନ୍ନାଇ: ଏମକେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାରଙ୍କର ଜାତୀୟ ଶିକ୍ଷା ନୀତି, ସୀମା ନିର୍ଦ୍ଧାରଣ ଏବଂ ତିନି ଭାଷା ସୂତ୍ର ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ନିରନ୍ତର ବିବାଦ ଲାଗିରହିଛି । ତାମିଲନାଡୁର ଡିଏମକେ ସରକାର ତାମିଲନାଡୁ ବଜେଟର … Read More