ହୋଲି ପୂର୍ବରୁ ବଢିଲା ସୁନା ଦର

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି … Read More

ଫଟୋ ଉଠେଇବା ହେଲା କାଳ, ନଦୀରେ ବୁଡ଼ି ଜଣେ ପର୍ଯ୍ୟଟକ ମୃତ

ରାୟଗଡା: ସୁଦୂର ଆନ୍ଧ୍ରପ୍ରଦେଶରୁ ଓଡିଶା ବୁଲିବାକୁ ଆସିଥିଲେ ପରିବାର ଲୋକେ । ମଜା କରିଥାନ୍ତେ, ଖୁସି ହେଇଥାନ୍ତେ ଆଉ ସେଲଫି ଉଠାଇ ସ୍ମୃତିକୁ ସାଇତି ରଖିଥାନ୍ତେ । ହେଲେ ଏହି ବୁଲା ଯେ ସେମାନଙ୍କ ପାଇଁ ଏକ ଅପୂରଣୀୟ ସ୍ମୃତି ହୋଇଯିବ ତାହା … Read More

ଟ୍ରେନ ଅପହରଣ ଘଟଣାରେ ଅନ୍ୟକୁ ଦୋଷ ଦେଇ ନିଜ ବିଫଳତା ଲୁଚାଉଛି ପାକିସ୍ତାନ : ଭାରତ

ନୂଆଦିଲ୍ଲୀ : ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ଘଟଣା ପାଇଁ ପାକିସ୍ତାନ ଭାରତକୁ ଦାୟୀ କରୁଥିବାବେଳେ ଏନେଇ ଭାରତ ପକ୍ଷରୁ ମଧ୍ୟ କଡ଼ା ଜବାବ ମିଳିଛି। ଅନ୍ୟକୁ ଦୋଷଦେଇ ନିଜ ବିଫଳତା ଲୁଚାଉଛି ବୋଲି ଭାରତ କହିଛି । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ … Read More

ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ୍ କରିଡର୍ । ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତେବେ ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍ । ଏଥିପାଇଁ ୨୭୦୦ କୋଟି … Read More

ଭକ୍ତଙ୍କ ଗହଣରେ ରଙ୍ଗ ଖେଳିଲେ ମହାପ୍ରଭୁ

ରଙ୍ଗର ପର୍ବ ହୋଲି ପାଇଁ ଚଳ ଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆସନ୍ତା କାଲି ହୋଲି ପାଇଁ ପୁରୀରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ହୋଲି ଖେଳି ସମୁଦ୍ରରେ ସ୍ନାନ କରିଥାନ୍ତି ହଜାର … Read More

ସିସୋଦିଆ ଏବଂ ସତ୍ୟୈନ୍ଦ୍ରଙ୍କ ପାଇଁ ବଢିଲା ଅଡୁଆ, ଏଫଆଇଆର୍ ପାଇଁ ରାଷ୍ଟ୍ରପତିଙ୍କ ଅନୁମତି

ନୂଆଦିଲ୍ଲୀ: ଦୁର୍ନୀତିର ଶେଷ ସୀମାରେ ଥିଲେ ଆପ ନେତା ମନିଷ ସିସୋଦିଆ । ୧୩ଶହ କୋଟି ଟଙ୍କାର ଶ୍ରେଣୀକକ୍ଷ ଦୁର୍ନୀତି ମାମଲାରେ ଆପ୍‌ ନେତା ମନିଷ ସିସୋଦିଆ ଏବଂ ସତ୍ୟୈନ୍ଦ୍ର ଜୈନଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ … Read More

ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା

ବାରିପଦା: ଘରେ ପଶି ବ୍ୟବସାୟୀଙ୍କୁ ବେକ କାଟି ହତ୍ୟା । ଫରେଷ୍ଟ କଲୋନୀରେ ବ୍ୟବସାୟୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ହସ୍ପିଟାଲରେ ବ୍ୟବସାୟୀଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ତେବେ … Read More

ଦିନ ୧ଟା ସୁଦ୍ଧା ସରିବ ହୋଲି ଖେଳ, ମଦ ପିଇ ଖେଳିଲେ ଦୃଢ କାର୍ଯ୍ୟାନୁଷ୍ଠାନ: ଡିସିପି

କଟକ/ ଭୁବନେଶ୍ୱର : ରାତି ପାହିଲେ ହୋଲି ମହୋତ୍ସବ । ଏବେଠୁ ଚାରିଆଡେ ଉଡିଲାଣି ଫଗୁ । ଏଥିପାଇଁ ରାଜ୍ୟରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏବେ ସଜାଗ ରହିଛି ପୋଲିସ୍ ବାହିନୀ । ଯେଉଁଭଳି କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେଉ, ତାହା … Read More

ଗୋରଖନାଥ ମନ୍ଦିରରେ ରଙ୍ଗ ଖେଳ ସହ ପକ୍ଷୀଙ୍କୁ ଖୁଆଇଲେ ଯୋଗୀ

ଲକ୍ଷ୍ନୌ: ପକ୍ଷୀ ପ୍ରେମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ପବିତ୍ର ହୋଲି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଗୋରଖନାଥ ମନ୍ଦିର ଯାଇଥିବା ବେଳେ ସେଠାରେ ସେ ବତକମାନଙ୍କୁ ଖାଦ୍ୟ ଖୁଆଇଥିଲେ । ଖାଲି ବତକ ନୁହଁନ୍ତି ମୟୂରକୁ ନିଜ ହାତରେ ଖାଦ୍ୟ ଖୁଆଉଥିବାର … Read More

ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଦୁର୍ନୀତି ମାମଲା: ଜେଲ୍ ଗଲେ ରାଜା ଚକ୍ର

ବାଲେଶ୍ବର: ଜେଲ୍ ଗଲେ ରାଜା ଚକ୍ର । ବାଲେଶ୍ବର OPID କୋର୍ଟରେ ହାଜର ହୋଇଥିଲେ ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଅଭିଯୋଗରେ ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରକୁ ଗିରଫ … Read More