ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ
ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । … Read More