ନିଯୁକ୍ତି ମେଳା: ୫ ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। … Read More

୫୮୨୨ ଡାକ୍ତରଙ୍କୁ ନିଯୁକ୍ତି ଦେବେ ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟର ଡାକ୍ତରଖାନାଗୁଡ଼ିକରେ ଡାକ୍ତରଙ୍କ ଅଭାବ ମଧ୍ୟରେ ସରକାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)କୁ ୫୮୨୨ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ କହିଛନ୍ତି। ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଏସମ୍ପର୍କରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ … Read More

ତାରିଣୀ ପୀଠ ଘଟଗାଁ ଓ ଆନନ୍ଦପୁରକୁ ରେଳ ସଂଯୋଗ ଦାବି କଲେ ସାଂସଦ

କେନ୍ଦୁଝରଗଡ଼: ସଂସଦରେ ରେଳ ବିଭାଗ ସମ୍ପର୍କିତ ଆଲୋଚନା କାଳରେ କେନ୍ଦୁଝର ଜିଲାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ଲୋକସଭା ସଦସ୍ୟ ଅନନ୍ତ ନାୟକ ଦାବି ଉପସ୍ଥାପନ କରିଛନ୍ତି। ହାୱଡାରୁ ବଡବିଲ ପର୍ଯ୍ୟନ୍ତ ଚଳାଚଳ କରୁଥିବା ଜନଶତାବ୍ଦୀ ଏକ୍ସପ୍ରେସକୁ ଆବଶ୍ରକତା ଦୃଷ୍ଟିରୁ ତୁରନ୍ତ … Read More

ବାଲେଶ୍ୱରରେ ଫୁଟିଲା ଗୁଳି, ଯୁବକ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ଜିଲାର ବସ୍ତା ଥାନା ଅଧୀନ ବାସୁ ଚକୁରାଇରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗୁରୁତର ଆହତ ଜଣକ ହେଲେ ନିମା ଗ୍ରାମର ସୁଧାଂଶୁ ଜେନା । ତାଙ୍କୁ … Read More

ଭୂକମ୍ପରେ ଥରିଲା ନେପାଳ

ନୂଆଦିଲ୍ଲୀ : ପଡୋଶୀ ଦେଶ ନେପାଳରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମଙ୍ଗଳବାର ପଶ୍ଚିମ ନେପାଳରେ ୪.୩ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ମାତ୍ର ଏଥିରେ ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ । … Read More

ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ମାସିକ ୧.୭୭ କୋଟି ରାଜସ୍ୱ ଆଦାୟ ହେଉଛି: ମନ୍ତ୍ରୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବିଭିନ୍ନ ସେବା ଏବଂ କାର୍ଯ୍ୟକଳାପ ଦ୍ବାରା ମାସିକ ହାରାହାରି ୧.୭୭ କୋଟି ଟଙ୍କା ରାଜସ୍ୱ ଆଦାୟ କରୁଛି ବୋଲି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ … Read More

ମହାକୁମ୍ଭ ରୂପରେ ପୁରା ଦୁନିଆ ଦର୍ଶନ କଲା ଭାରତ : ମୋଦୀ

ନୂଆଦିଲ୍ଲୀ: ଆଜି ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧନ କରିଛନ୍ତି। ପ୍ରଥମେ ମହାକୁମ୍ଭର ସଫଳ ଆୟୋଜନ ପାଇଁ ଉତ୍ତର ପ୍ରଦେଶ ପ୍ରଶାସନ ଏବଂ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୋଦୀ କହିଛନ୍ତି ମହାକୁମ୍ଭ ଜରିଆରେ ରାଷ୍ଟ୍ରୀୟ ଚେତନାର ଦର୍ଶନ ହେଲା। ମହାକୁମ୍ଭ ରୂପରେ ପୁରା … Read More

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା; ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ୧୯ ତାରିଖରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କଲା … Read More

ଆପଣଙ୍କ କାମ ଦେଖି ଚିଠି ଲେଖିବା ପାଇଁ ନିଜକୁ ଅଟକାଇ ପାରିଲି ନାହିଁ: ମୋଦୀ

ନୂଆଦିଲ୍ଲୀ: ଭାରତର ଝିଅ ତଥା ମହାକାଶ ବିଜ୍ଞାନୀ ସୁନୀତା ୱିଲିଅମ୍ସ ପୃଥିବୀକୁ ଫେରିବାର ଯାତ୍ରା ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ମାସ ପରେ ମହାକାଶରେ ଫସିଥିବା ମହାକାଶ ବିଜ୍ଞାନୀ ସୁନୀତା ୱିଲିଅମ୍ସ ଓ ବୁଚ୍ ୱିଲମୋର ମଙ୍ଗଳବାର ସକାଳ ୧୦.୩୦ରେ ଅନ୍ତର୍ଜାତୀୟ … Read More

ଆସନ୍ତାକାଲି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ବନ୍ଦ ରହିବ ଜଗା ଦର୍ଶନ । ସନ୍ଧ୍ୟା ପରଠାରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆସନ୍ତାକାଲି, ୧୯.୩.୨୦୨୫ ରିଖ,ବୁଧବାର ଚୈତ୍ର:କୃଷ୍ଣ ପଞ୍ଚମୀ … Read More