ଭାରତ ଏଆଇ ମିଶନ – ବିଲ୍ ଗେଟ୍ସ ଫାଉଣ୍ଡେସନ ମଧ୍ୟରେ ହେବ ବୁଝାମଣା
ନୂଆଦିଲ୍ଲୀ : ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଭାରତ ଏଆଇ ମିଶନ ଓ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ମଧ୍ୟରେ ଖୁବ୍ ଶୀଘ୍ର ବୁଝାମଣାପତ୍ର ସ୍ୱାକ୍ଷରିତ ହେବ। ନୂଆଦିଲ୍ଲୀରେ ବିଲ୍ ଆଣ୍ଡ … Read More