ଆସନ୍ତା ଅପ୍ରେଲ୍‌ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ

ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା … Read More

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରା‌ରେ … Read More

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର : ରାଉରକେଲାରେ ହେଉ ରେଳବାଇ ଡିଭିଜନ, ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରିତ କରାଯାଉ ଏବଂ ଏୟାରପୋର୍ଟର ଉନ୍ନତିକରଣ ଓ ସମ୍ପ୍ରସାରଣ କରାଯାଉ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ତିନିଟି ଦାବି ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଉରକେଲାର … Read More

ଚହଲ ଏବଂ ଧନଶ୍ରୀଙ୍କ ଛାଡ଼ପତ୍ର ମାମଲାକୁ ନେଇ ଆସିଲା କୋର୍ଟ ନିଷ୍ପତ୍ତି

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଡିସେମ୍ବର ୨୦୨୨ରେ ବିବାହ କରିଥିଲେ। ବିବାହର ପ୍ରାୟ ଚାରି ବର୍ଷ ପରେ ଦୁହେଁ ଆନୁଷ୍ଠାନିକ ଭାବରେ ଅଲଗା ହୋଇଯାଇଛନ୍ତି। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ମାମଲା ବାନ୍ଦ୍ରା ପରିବାର … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । … Read More

ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ, ବିପୁଳ ପରିମାଣର ବାଣ, ବାରୁଦ ଜବତ

ପୁରୀ : ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ । ଦୀର୍ଘ ୨ ବର୍ଷ ହେବ ଚାଲିଥିଲା ବାଣ ଗୋଦାମ । ଏକଥାର ଟେର ପାଇନଥିଲେ କେହି । ପୁରୀ କୁମ୍ଭାରପଡ଼ା ବାଡା ସାହି କନକଦୁର୍ଗା ଲେନ୍ ରେ … Read More

ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍‌ ଧାରଣ, ୨୭ରୁ କାର୍ଯ୍ୟବନ୍ଦ କରି ଦେବେ ଧାରଣା

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ମଧ୍ୟରେ ସରକାର ଆୟୁଷ ଡାକ୍ତରଙ୍କ ଦାବି ପୂରଣ ନକଲେ ୨୭ରୁ ରାଜ୍ୟବ୍ୟାପୀ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୪୮୫ ଆୟୁଷ ଡାକ୍ତର। ଏହି ପରିପ୍ରେକ୍ଷୀରେ ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତର କଳାବ୍ୟାଜ୍‌ ପିନ୍ଧି … Read More

ଭାରତ ସରକାରଙ୍କ ବିରୋଧରେ ମାମଲା ରୁଜ୍ଜୁ କଲା ‘ଏକ୍ସ’

ବେଙ୍ଗାଲୁରୁ: ଏଲୋନ ମସ୍କଙ୍କ କମ୍ପାନୀ ଏକ୍ସ କର୍ପୋରେସନ କର୍ଣ୍ଣାଟକ ହାଇକୋର୍ଟରେ ଭାରତ ସରକାରଙ୍କ ବିରୁଦ୍ଧରେ ଏକ ପିଟିସନ ଦାଖଲ କରିଛି। ସେ ଭାରତ ସରକାରଙ୍କ ଆଇଟି ଆଇନର ଧାରା ୭୯(୩)(ଖ) ଉପରେ ପ୍ରଶ୍ନ ଉଠାଇଛନ୍ତି। କମ୍ପାନୀ କହିଛି ଯେ ଏହି ନିୟମ … Read More

ଆବାସ ସର୍ଭେ କରିବାକୁ ଗାଁକୁ ଯାଇଥିଲେ ଡବ୍ଲୁଇଓ, ମରଣାନ୍ତକ ଆକ୍ରମଣ କଲେ ୨ ଯୁବକ

ଉଦଳା: ଗାଁକୁ ଆବାସ ସର୍ଭେ କରିବାକୁ ଯାଇଥିଲେ ସରକାରୀ ଅଧିକାରୀ । ହେଲେ ତାଙ୍କ ସହ ଗାଁରେ ଏମିତି କିଛି ଘଟିବ ସେ ଭାବିନଥିଲେ । ଡବ୍ଲୁଇଓଙ୍କ ଉପରେ ଅଶାଳୀନ ଗାଳିଗୁଲଜ ସହ ନିର୍ଘାତ ମାଡ଼ ବର୍ଷିଥିଲା । ଠୋ ଠୋ ଚାପୁଡ଼ା … Read More