ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ନୀତୀଶ
ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅସମ୍ମାନ କରିଛନ୍ତି। ଏକ କ୍ରୀଡା କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଗାନ କରାଯାଉଥିବାବେଳେ ନୀତୀଶ ସାବ୍ଧାନ ସ୍ଥିତିରେ ରହିବା ପରିବର୍ତ୍ତେ ଏପଟ ସେପଟ ହେଉଥିବା ଦେଖାଯାଇଛି। ଜାତୀୟ ସଙ୍ଗୀତକୁ ନୀତୀଶ ଅସମ୍ମାନ କରିବା … Read More