ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ
ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍ ୱେଭ୍ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି … Read More