ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର … Read More

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାମାକ୍ଷାନଗର: କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । … Read More

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ … Read More

ଗୋଡ଼ର ଅସ୍ତ୍ରୋପଚାର ପରେ ହସ୍ପିଟାଲ ୱାର୍ଡକୁ କାର୍ଯ୍ୟାଳୟ କଲେ ଜିଲ୍ଲା ସଭାପତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କାନପୁରରେ ବିଜେପି ଜିଲ୍ଲା ସଭାପତି ଅନିଲ ଦୀକ୍ଷିତଙ୍କ ଏକ ଫଟୋ ଚର୍ଚ୍ଚାରେ ରହିଛି। ଅନିଲ ଦୀକ୍ଷିତଙ୍କୁ ନିକଟରେ କାନପୁର ଉତ୍ତରର ଜିଲ୍ଲା ସଭାପତି ଭାବରେ ନିଯୁକ୍ତ କରାଯାଇଥିଲା । ଏହି ନିଯୁକ୍ତିର ମାତ୍ର ଗୋଟିଏ ଦିନ ପରେ ସେ … Read More

ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

ଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି … Read More

ପୋଲିସକୁ ବାନ୍ଧିଲା ପୋଲିସ, ଗଞ୍ଜେଇ ଚାଲାଣରେ ୩ଜଣ ଆଇଆରବି ଯବାନ ଗିରଫ

ବୌଦ୍ଧ: ପୋଲିସକୁ ବାନ୍ଧିଲା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଆଇଆରବି ଯବାନ ଗିରଫ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନାରେ ଏପରି ଘଟଣା ଦେଖିବାକୁ ମିଳିଛି । ମନମୁଣ୍ଡା ଥାନା ପୋଲିସ ବାରାକରୁ ୧୫ କେଜି ଗଞ୍ଜେଇ ଜବତ … Read More

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ … Read More

ପୁଣି ଥରେ ମୁହଁମୁହିଁ ହେଲେ ନୀତିଶ କୁମାର ଓ ରାବ୍ରୀ ଦେବୀ

ପାଟ୍‌ନା: ବିହାରରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ବିହାର ବିଧାନ ପରିଷଦର କାର୍ଯ୍ୟକାଳ ସମୟରେ ଉଭୟ ନେତା ପୁଣି ପରସ୍ପର ସହିତ ଝଗଡ଼ା କରୁଥିବାର ଦେଖାଯାଇଥିଲା। ନୀତିଶ କୁମାର … Read More

ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !

ପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। … Read More

ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ, ନିର୍ବନ୍ଧ ପରେ ୩ଲକ୍ଷର ସୁନା ଅଳଙ୍କାର ନେଇ ମାରିଲା ଚମ୍ପଟ

ଭୁବନେଶ୍ୱର : ଆନ୍ଧ୍ର ପୁଅକୁ ଚୂନା ଲଗାଇଲା ଓଡ଼ିଶା ଝିଅ । ନିର୍ବନ୍ଧ କରି ସୁନା ନେଇ ମାରିଲେ ଚମ୍ପଟ । ସାମ୍ନାକୁ ଆସିଲା ଏପରି ଏକ ରୋଚକ ଲୁଟ । ଭୁବନେଶ୍ବରର ନୟାପଲ୍ଲୀ ଥାନାରେ ଏତଲା ଦେଲେ ବରପକ୍ଷ । … Read More