୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ … Read More

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ … Read More

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ … Read More

ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ … Read More

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ … Read More

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା … Read More

ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ମିଆଁମାର ସୀମା ସ୍ଥିରତା ଉପରେ କଲେ ଆଲୋଚନା

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିବା ସହ ମିଆଁମାର ସୀମା ସ୍ଥିରତା ଉପରେ ଆଲୋଚନା କରିଛନ୍ତି। ଜୁଲି ବିଶପ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଗତବର୍ଷ ଏପ୍ରିଲରେ, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ ମିଆଁମାରରେ … Read More

ଶାହାଙ୍କ ବିରୋଧରେ ସ୍ଵାଧିକାର ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ବୁଧବାର ସଂସଦରେ ସ୍ଵାଧିକାର ପ୍ରସ୍ତାବ ଆଗତ କରିଛି। କେନ୍ଦ୍ରମନ୍ତ୍ରୀ ଶାହା ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ସମ୍ମାନ ହାନି … Read More

ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ … Read More

ଦୁଷ୍କର୍ମ ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ : ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ରୋକ ଲଗାଇବା ସହ ଏହି ରାୟ ସମ୍ବେଦନଶୀଳତାର ଅଭାବ ଦର୍ଶାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶରେ କୁହାଯାଇଛି ଯେ ସ୍ତନ ସ୍ପର୍ଶ କରିବା କିମ୍ବା ପାଇଜାମାର ଡୋର … Read More