ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ, … Read More

ଜେଲ୍‌ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ

ବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା ଫଳରେ ତାଙ୍କୁ … Read More

୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

କାଇରୋ : ଗୁରୁବାର (୨୭ ମାର୍ଚ୍ଚ) ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ ଜଣଯାକ ରୁଷ … Read More