ବିଧାୟକଙ୍କ ନିଲମ୍ବନ ବିରୋଧରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତା । ରାଜ୍ୟରେ ଭୁଶୁଡ଼ି ପଡ଼ିଛି ଆଇନଶୃଙ୍ଖଳା । ରାଜ୍ୟରେ ମହିଳା, ଛୋଟ ଝିଅମାନେ ଅସୁରକ୍ଷିତ, ମହିଳା ଓ ଛୋଟ ଝିଅମାନଙ୍କ … Read More