ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା

ଭୁବନେଶ୍ଵର: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗିରରେ ସର୍ବାଧିକ ୩୭୨୯ … Read More

ମନ୍ତ୍ରୀଙ୍କ ଘୋଷଣା; ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଭାରତରେ ସଡ଼କ ସୁରକ୍ଷାକୁ ସୁଦୃଢ଼ ​​କରିବା ଲକ୍ଷ୍ୟରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏକ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ଏଣିକି ପ୍ରତ୍ୟେକ ଦୁଇଚକିଆ ଯାନ ସହିତ ଦୁଇଟି ଆଇଏସଆଇ ପ୍ରମାଣିତ ହେଲମେଟ ଯୋଗାଇବା … Read More

ଲଭ୍, ସେକ୍ସ ଓ ଧୋକା ଅଭିଯୋଗରେ SI ଗିରଫ, ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ପୀଡ଼ିତା

ଜଳେଶ୍ୱର : ଲଭ୍ , ସେକ୍ସ ଓ ଧୋକା ଅଭିଯୋଗରେ SI ଗିରଫ । ପୋଲିସ ଏସଆଇକୁ ଗିରଫ କଲା ପୋଲିସ । ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ । ଏବେ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ … Read More

ଗତ ୩ ବର୍ଷରେ ୧୯ ହଜାର ୨୦୦ କୋଟି ଟଙ୍କାର ରାଜସ୍ବ ଆଦାୟ କରିଛନ୍ତି ପୂର୍ବ ସରକାର

ଭୁବନେଶ୍ଵର: ଦିନକୁ ଦିନ ବିଗିଡିବାରେ ଲାଗିଛି ରାଜ୍ୟର ସ୍ଥିତି । ମଦ ନେଉଛି ହଜାର ହଜାର ଜୀବନ । ନିଶାର ହବ୍ ସତେ ପାଲଟିଛି ଓଡିଶା । ତେବେ ରାଜ୍ୟରେ ପୂର୍ବ ସରକାର ସମୟରେ ମଦ ପିଇ ୫୨ ଜଣ ଲୋକ … Read More

ମିଆଁମାରରେ ପୁଣି ଭୂମିକମ୍ପ; ୫.୧ ତୀବ୍ରତାରେ ଥରିଲା ରାଜଧାନୀ

ନୂଆଦିଲ୍ଲୀ: ମିଆଁମାରରେ ପୁଣି ଭୂମିକମ୍ପ ଝଟକା । ୫.୧ ତୀବ୍ରତାରେ ଥରିଲା ରାଜଧାନୀ ସମତେ ଅନେକ ଅଞ୍ଚଳ । ଏହାର କେନ୍ଦ୍ରସ୍ଥଳ ନାପିଡୋ ସହରରେ ରହିଛି । ଲଗାତାର ଭୂମିକମ୍ପ ଅନୁଭୂତ ହେଇଥିବାରୁ ଭୟଭୀତ ହୋଇଛନ୍ତି ଲୋକେ । ଘରଦ୍ବାର ଛାଡ଼ି … Read More

୨ ବର୍ଷରେ ତୁଟିବ ଜଗନ୍ନାଥଙ୍କ ଜମି ବିବାଦ, ୩ ମାସ ମଧ୍ୟରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି

ଭୁବନେଶ୍ୱର : ୩ ମାସ ମଧ୍ୟରେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ ରାଜ୍ୟସରକାର । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିକ ବର୍ଷ … Read More

ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । … Read More

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ … Read More

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ … Read More

ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ

ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର … Read More