ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ … Read More

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, … Read More

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ କାମାକ୍ଷା … Read More

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ … Read More

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା … Read More

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ … Read More

ନାଗପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି … Read More

ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ … Read More

ଏପ୍ରିଲ ୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି … Read More

ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ

ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ … Read More