ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ
ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର … Read More