ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା
ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର … Read More
