ଏମିତି ଦଣ୍ଡ ମିଳିବ ଯାହା ସେମାନେ କେବେ କଳ୍ପନା ବି କରିନଥିବେ – ମୋଦି
ପାଟନା : ପହେଲଗାଓଁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ ଚିହ୍ନଟ କରାଯିବ। ସେମାନଙ୍କୁ ଗୋଟି ଗୋଟି କରି ଖୋଜାଯିବ ଏବଂ ଦଣ୍ଡିତ କରାଯିବ। ଯେଉଁମାନେ ଏହି କାଣ୍ଡ ପଛରେ ରହିଛନ୍ତି ସେମାନଙ୍କୁ ତାଙ୍କ କଳ୍ପନାଠାରୁ ବହୁତ ବଡ଼ ଦଣ୍ଡ ଦିଆଯିବ, … Read More
