ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ
ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା … Read More
