ପିସିସି ସଭାପତି ଭକ୍ତ ଚରଣ ଦାସ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି
ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିବା ଘଟଣାରେ ଆଜି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ଭକ୍ତ ଚରଣ ଦାସ ଓ କଂଗ୍ରେସ ଉପରେ ବର୍ଷିଛନ୍ତି। ଏକ ସାମ୍ବାଦିକ … Read More