ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର

ନୟାଗଡ଼: ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜର ସୁନାଖଣିଆରେ ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ୭ଗୋଟି ଘଡିଆଳ କୁମ୍ଭୀର ମହାନଦୀରେ ଛଡାଯାଇଛି। ସେଥିରେ ୫ଗୋଟି … Read More

ଥମୁନି ଯାତ୍ରା ପାର୍ଟିରେ ବିବାଦ: ବାପି ପଣ୍ଡାଙ୍କ ମନ୍ତବ୍ୟ ପରେ ବର୍ଷିଲେ ଜଗତଜୀବନ ପଣ୍ଡା

ଭୁବନେଶ୍ୱର : ଥମୁନି ଯାତ୍ରା ପାର୍ଟିରେ ବିବାଦ । କଳାକାର ଓ ଯାତ୍ରା ମାଲିକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଥମିବାର ନାଁ ନେଉନି ।  ଏବେ ବିବାଦରେ ପଶି ଅଭିନେତାଙ୍କୁ ଟାର୍ଗେଟ କରିଛନ୍ତି ଯାତ୍ରା ପାର୍ଟି ପରିଚାଳକ । ଯାତ୍ରା ମାଲିକଙ୍କ ପ୍ରତି … Read More

ରାଜ୍ୟର ଏହି ସହରରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର: ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍ ପରିଚାଳନର ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷପ ଦ୍ୱାରା … Read More

ଏଲନ ମସ୍କଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେସଲାର ସିଇଓ ଏଲନ ମସ୍କଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ସେ ମସ୍କଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ବର୍ଷ ଆରମ୍ଭରେ ୱାଶିଂଟନ ଡିସିରେ … Read More

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ହେବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ । ଆଜି ଝାରସୁଗଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ଡ. ପିକେ ମିଶ୍ର । ଏହାପରେ ସେ ସମ୍ବଲପୁର IIM ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ସକାଳ ୯ଟାରେ IIM, … Read More

ଖରାଛୁଟିରେ ପିଲାଙ୍କୁ ଦିଆଯିବ ହୋମୱାର୍କ

ଭୁବନେଶ୍ୱର: ଆସନ୍ତା ମେ’ ୬ ତାରିଖରୁ ସମସ୍ତ ସ୍କୁଲ ଖରା ଛୁଟି ହେବା ନେଇ ଘୋଷଣା ହୋଇସାରିଛି। ମେ ୬ ତାରିଖରୁ ଜୁନ ୧୯ ତାରିଖ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର … Read More

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ । ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ । ଆଜି ଅନୁଷ୍ଠାନିକା ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ … Read More

ଆଗ ନିଜ ଘରେ ସଂଖ୍ୟାଲଘୁଙ୍କୁ ସୁରକ୍ଷା ଦିଅ : ବାଂଲାଦେଶକୁ କହିଲା ଭାରତ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ୱାକଫ ଆଇନକୁ ନେଇ ହିଂସା ଉପରେ ବାଂଲାଦେଶର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ ଭୁଲ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା … Read More

ଆସନ୍ତାକାଲି ନବମ ଥର ପାଇଁ ସଭାପତି ଭାବେ ଦାୟିତ୍ୱ ନେବେ ନବୀନ

ଭୁବନେଶ୍ୱର: ଆସନ୍ତାକାଲି ନବମ ଥର ପାଇଁ ସଭାପତି ଦାୟିତ୍ୱ ନେବେ ନବୀନ। ଏହି ଦାୟିତ୍ଵ ନେବା ପରେ ଦଳକୁ କି ଆହ୍ଵାନ ଦେବେ ତାହା ଉପରେ ସମସ୍ତଙ୍କର ନଜର। ତେବେ ଦଳକୁ କ’ଣ ଉପଦେଶ ଦେବେ ନବୀନ? ନବୀନ ପଟ୍ଟନାୟକ ବିଜେଡି … Read More

ଖୁବ୍ ଶୀଘ୍ର ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁବ ଶୀଘ୍ର ନୂଆ ରାସନ କାର୍ଡ । ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ । ଏପ୍ରିଲ ୨୨ ତାରିଖ ସୁଦ୍ଧା ରାସନ କାର୍ଡ ଛପା କାର୍ଯ୍ୟ ସାରିବାକୁ ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ । ଏନେଇ ଖାଦ୍ୟ … Read More