ପରମାଣୁ ଅସ୍ତ୍ର ନିକଟତର ଇରାନ, ଚିନ୍ତାରେ ଆମେରିକା ଓ ସାଉଦି ଆରବ
ପରମାଣୁ ଅସ୍ତ୍ର ତିଆରି କରିବାର ଅତି ନିକଟତର ହୋଇଛି ଇରାନ। ଜାତିସଂଘ ଦ୍ଵାରା ପରିଚାଳିତ ଆନ୍ତର୍ଜାତିକ ପରମାଣୁ ଶକ୍ତି ସଂସ୍ଥା(ଆଇଏଇଏ) ମୁଖ୍ୟ ରାଫାଏଲ୍ ଗ୍ରୋସି ଏହା କହିଛନ୍ତି। ଗ୍ରୋସି ବର୍ତ୍ତମାନ ଇରାନ ଗସ୍ତରେ ରହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା … Read More
