‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି। ମୁଖ୍ୟ … Read More

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ। ”ବର୍ତ୍ତମାନର ମାମଲାକୁ … Read More

ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ … Read More

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ … Read More

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ … Read More

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ … Read More

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ … Read More

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର ଭଳି … Read More

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର :  ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ … Read More

ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ … Read More