‘ସୁଭଦ୍ରା’ ଟଙ୍କାରୁ ବଞ୍ଚିତ ଡଙ୍ଗରିଆ ମହିଳା
କଲ୍ୟାଣସିଂହପୁର: ସୁଭଦ୍ରା ଟଙ୍କା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆ ମହିଳାଙ୍କୁ। ବାରମ୍ବାର ଆବେଦନ ସତ୍ତ୍ବେ କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତର ଅନେକ ଗ୍ରାମର ଡଙ୍ଗରିଆ ମହିଳା ସୁଭଦ୍ରା ଯୋଜନା ସହାୟତା ଅର୍ଥ … Read More
