ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ
ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ। ଏକ୍ସିଅମ … Read More